Sunday, July 13, 2025
26 C
Odisha

    ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ

    ଆଗକୁ ପଢନ୍ତୁ

    ବାଲେଶ୍ୱର: ଭାରତ ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ କରିଛି। ବାଲେଶ୍ବର ଅବଦୁଲ କଲାମ ଦ୍ବୀପରେ ଅଗ୍ନି-୫ର ସଫଳ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହେଉଥିବା ଏହି ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ ମିସାଇଲ ସମ୍ପୂର୍ଣ୍ଣ ରୂପେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋଇଛି। ଏହାର ୫ ହଜାର କିଲୋମିଟର ଲକ୍ଷ୍ୟ ଭେଦ କରିବାର କ୍ଷମତା ରହିଛି । ଏହାର ଲମ୍ବ ୧୭.୫ ମିଟର ଏବଂ ଓଜନ ୫୦ ଟନ୍ । କହିରଖୁଛୁ ଭାରତ ବ୍ୟତୀତ ଏହା ଚୀନ, ଫ୍ରାନ୍ସ, ଆମେରିକା, ଇସ୍ରାଏଲ, ଋଷ୍ ଏବଂ ଇଂଲଣ୍ଡ ପାଖରେ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26 ° C
    26 °
    26 °
    83 %
    1.7kmh
    73 %
    Sat
    26 °
    Sun
    32 °
    Mon
    26 °
    Tue
    31 °
    Wed
    33 °

    ସମ୍ବନ୍ଧିତ