Tuesday, March 10, 2026
36.8 C
Odisha

    ଅଙ୍ଗନବାଡ଼ି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

    ଆଗକୁ ପଢନ୍ତୁ

    ରାଉରକେଲା: ଅଙ୍ଗନବାଡ଼ି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଜୁଲୁମବାହାଲ ପୂର୍ଣା ଗାଁରେ ଏହି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଏକ ତରଫା ପ୍ରେମରୁ ହତ୍ୟାକାଣ୍ଡ ସୂଚନା ।ଅଙ୍ଗନବାଡ଼ି ସାରି ଜଣେ ଛୁଆକୁ ଧରି ଫେରୁଥିବା ବେଳେ ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ । ହତ୍ୟା ପରେ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତନାଘନା ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.8 ° C
    36.8 °
    36.8 °
    17 %
    4.5kmh
    2 %
    Tue
    36 °
    Wed
    38 °
    Thu
    38 °
    Fri
    40 °
    Sat
    40 °

    ସମ୍ବନ୍ଧିତ