Saturday, July 27, 2024
24.6 C
Odisha

    ଅବ୍‌ଦୁଲ କାଲାମ ଦ୍ବୀପରୁ ପୁଣି ଅତ୍ୟାଧୁନିକ ବାଲାଷ୍ଟିକ ମିସାଇଲ ’ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ

    ଆଗକୁ ପଢନ୍ତୁ

    ନ୍ୟୁ ଜେନେରେସନ ବାଲାଷ୍ଟିକ ମିସାଇଲ ‘ଅଗ୍ନି ପ୍ରାଇମ’ର ପୁଣି ଥରେ ରାତ୍ରୀକାଳୀନ ସଫଳ ପରୀକ୍ଷଣ ହୋଇଛି । ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଧାମରା ସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ବୁଧବାର ସଂନ୍ଧ୍ଯା ୬ ଟା ୫୦ରେ ଏହାର ସଫଳ ପରୀକ୍ଷଣ କରିଛି । ମଧ୍ୟମ ଦୂରଗାମୀ ଅଗ୍ନୀ ପ୍ରାଇମ୍‌ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦୀଗ ଓ ଲକ୍ଷ୍ୟ ସ୍ଥଳକୁ ସଠିକ୍‌ ଭାବେ ଟାର୍ଗେଟ କରିପାରିଥିବା ପ୍ରତିରକ୍ଷା ବିଭାଗ ତରଫରୁ କୁହାଯାଇଛି।

    ଅଗ୍ନୀ ପ୍ରାଇମ୍‌ର ଲକ୍ଷ୍ୟଭେଦ କ୍ଷମତା ୨ ହଜାର କିଲୋମିଟର । ଏଥିରେ ୩୦୦୦ କେଜି ପର୍ଯ୍ୟନ୍ତ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ । ସ୍ଥଳଭାଗରୁ ସ୍ଥଳଭାଗକୁ ଲକ୍ଷ୍ୟଭେଦ କରିପାରୁଥିବା ମଧ୍ଯମ ଦୂରଗାମୀ ବାଲେଷ୍ଟିକ ମିସାଇଲ ଅଗ୍ନୀ- ପ୍ରାଇମର କେନିଷ୍ଟାରରୁ ବ୍ୟବହାରିକ ପରୀକ୍ଷଣ କରିଛି ଷ୍ଟାଟେଜିକ୍ କମାଣ୍ଡ ଫୋର୍ସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ