Friday, May 1, 2026
27 C
Odisha

    ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଅଶ୍ଵିନୀଙ୍କ ନାଁ ଘୋଷଣା କଲା ବିଜେପି। ବିଜେପିରୁ ଅଶ୍ଵିନୀଙ୍କୁ ଜିତିବାକୁ ହେଲେ ୩୭ ବିଧାୟକଙ୍କ ସମର୍ଥନ ଆବଶ୍ୟକ। ବିଜେପି ପାଖରେ ଆବଶ୍ଯ ସଂଖ୍ଯା ନାହିଁ। ବିଜେପିର ବର୍ତ୍ତମାନ ୨୨ ଜଣ ଅଛନ୍ତି। ପୂର୍ବରୁ ବିଜେଡି ପକ୍ଷରୁ ୨ ଜଣ ନାମାଙ୍କନ ଭରି ସାରିଥିବାବେଳେ ତୃତୀୟ ଆସନକୁ ନେଇ ଲାଗି ରହିଥିଲା ସସପେନ୍ସ । ଯାହାକି ବର୍ତ୍ତମାନ ସ୍ପଷ୍ଟ ହୋଇଛି । ଓଡିଶାରୁ ରାଜ୍ୟ ସଭାକୁ ଯିବେ ୩ ପ୍ରାର୍ଥୀ ।ଏହା ପୂର୍ବରୁ ୨୦୧୯ରେ ଅଶ୍ୱିନୀ ବୈଷ୍ଣବ ଉଭୟ ବିଜେପି ଓ ବିଜେଡିର ମିଳିତ ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27 ° C
    27 °
    27 °
    67 %
    3kmh
    61 %
    Fri
    27 °
    Sat
    41 °
    Sun
    42 °
    Mon
    40 °
    Tue
    36 °

    ସମ୍ବନ୍ଧିତ