Friday, March 14, 2025
36.1 C
Odisha

    ଆଉ ୪ ଦିନ ପରେ ପୁଣି ବଢିବ ଶୀତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଉ ୪ ଦିନ ପରେ ପୁଣି ଶୀତ ବଢିବ । ସ୍ବଭାବିକ ଠାରୁ ୨-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଅନୁମାନ କରିଛି । ୧୭ ତାରିଖରୁ ରାଜ୍ୟରେ ପୁଣି ଶୀତ ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହା ସହ କିଛି ଜିଲାରେ ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    16 %
    1.4kmh
    0 %
    Fri
    40 °
    Sat
    40 °
    Sun
    41 °
    Mon
    41 °
    Tue
    41 °

    ସମ୍ବନ୍ଧିତ