Thursday, July 31, 2025
24.1 C
Odisha

    ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    88 %
    2kmh
    93 %
    Wed
    24 °
    Thu
    30 °
    Fri
    31 °
    Sat
    31 °
    Sun
    32 °

    ସମ୍ବନ୍ଧିତ