Saturday, May 2, 2026
39.8 C
Odisha

    ଆଗାମୀ ୪ଦିନ ବଜ୍ରପାତ ସହ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ରହିଥିବା ହେତୁ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ବରଗଡ଼, ଢେଙ୍କାନାଳ, ହୀରାକୁଦ, ଦାରିଙ୍ଗବାଡ଼ି ଏବଂ ଝାରସୁଗୁଡ଼ାରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.8 ° C
    39.8 °
    39.8 °
    17 %
    1.6kmh
    0 %
    Sat
    41 °
    Sun
    41 °
    Mon
    41 °
    Tue
    38 °
    Wed
    37 °

    ସମ୍ବନ୍ଧିତ