Friday, July 11, 2025
26.9 C
Odisha

    ଆଜିଠୁ ଲାଗୁହେବ ଜିଓର ନୂଆ ପ୍ଲାନ୍

    ଆଗକୁ ପଢନ୍ତୁ

    ମୁମ୍ବାଇ: ଆଜିଠୁ ଲାଗୁହେବ ଜିଓର ନୂଆ ପ୍ଲାନ୍ । ଉଭୟ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ପ୍ଲାନର ହେବ ଶୁଳ୍କ ବୃଦ୍ଧି । ଦେଶର ବୃହତ୍ତମ ଟେଲିକମ୍ କମ୍ପାନି ରିଲାଏନ୍ସ ଜିଓ ଇନଫୋକମ୍ ଆଜିଠୁ ମୋବାଇଲ୍ ଶୁଳ୍କ ବୃଦ୍ଧି କରିବା ନେଇ ଘୋଷଣା କରିଛି । ନୂତନ ଶୁଳ୍କ ଯୋଜନା ଅନୁଯାୟୀ, ୨୮ ମାସର ବୈଧତାର ମାସିକ ଯୋଜନା ପାଇଁ ୧୫୫ ଟଙ୍କା ଦେବାକୁ ପଡୁଥିଲା, ବର୍ତ୍ତମାନ ୧୮୯ ଟଙ୍କା ଦେବାକୁ ପଡିବ ଏବଂ ଏହି ଯୋଜନାରେ ୨ ଜିବି ଡାଟା ଉପଲବ୍ଧ ହେବ ।୨୮ ଦିନର ବୈଧତା ସହିତ ୨୦୯ ଟଙ୍କା ଯୋଜନା ପାଇଁ, ୨୪୯ ଟଙ୍କା ଦେବାକୁ ପଡିବ ଯେଉଁଥିରେ ୧ ଜିଡି ଡାଟା ରହିବ । ୩୯୯ ଟଙ୍କା ପ୍ଲାନ ପାଇଁ, ୪୪୯ ଟଙ୍କା ଦେବାକୁ ପଡିବ ଯେଉଁଥିରେ ଆପଣ ୩ ଜିବି ଡାଟା ରହି । ଅନ୍ୟପଟେ ୨ ଜିବି କିମ୍ୱା ତାଠାରୁ ଅଧିକ ଡାଟା ଥିବା ପ୍ଲାନରେ ଅସୀମିତ ଫାଇଭ-ଜି ଡାଟା ହେବ ଉପଲବ୍ଧ ହେବ । ରିଲାଏନ୍ସ ଜିଓ ପ୍ଲାନର ଶୁଳ୍କ ବୃଦ୍ଧି ଉପରେ ସାରା ଦେଶର ଉପଭୋକ୍ତାଙ୍କ ନଜର ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.9 ° C
    26.9 °
    26.9 °
    81 %
    2.1kmh
    100 %
    Fri
    31 °
    Sat
    30 °
    Sun
    30 °
    Mon
    29 °
    Tue
    31 °

    ସମ୍ବନ୍ଧିତ