Sunday, June 1, 2025
31.6 C
Odisha

    ଆଜି ଓଡ଼ିଶା ଗସ୍ତରେ ନୀତିନ ଗଡ଼କରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଆଜି ଓଡ଼ିଶା ଆସୁଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ଆସି ସେ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ଅପରାହ୍ନରେ ଭୁବନେଶ୍ୱର ଆସି ବରମୁଣ୍ଡା ପଡ଼ିଆରେ ରାଜ୍ୟ ପାଇଁ ପ୍ରାୟ ୪ ହଜାର କୋଟିରୁ ଅଧିକ ଟଙ୍କାର ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବେ। ତାଙ୍କର ଓଡ଼ିଶା ଗସ୍ତ ଅବସରରେ ସେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.6 ° C
    31.6 °
    31.6 °
    42 %
    2.3kmh
    92 %
    Sun
    31 °
    Mon
    39 °
    Tue
    36 °
    Wed
    39 °
    Thu
    40 °

    ସମ୍ବନ୍ଧିତ