Tuesday, March 3, 2026
34.2 C
Odisha

    ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ, ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବରଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ଫର୍ମ ପୂରଣ କରିଛନ୍ତି ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ପ୍ରସ୍ତୂତ ପରୀକ୍ଷା ସୂଚୀକୁ ଆଜି ଅନୁମୋଦନ କରିବ ସିଏଚଏସଇ ପକ୍ଷରୁ ଗଠନ କମିଟି ।

    ମିଳିଥିବା ସୂଚନା ମୁତାବକ ଫେବୃଆରୀରୁ ଆରମ୍ଭ ହୋଇପାରେ ପରୀକ୍ଷା । ଏଥିପାଇଁ ସିଏଚଏସଇର କମିଟି ବୈଠକ ଅନୁଷ୍ଠିତ ହେବ । କମିଟିର ବୈଠକରେ ସିଏଚଏସଇ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପରୀକ୍ଷା ସୂଚୀରେ ବାଜିବ ମୋହର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    34.2 ° C
    34.2 °
    34.2 °
    10 %
    3.3kmh
    53 %
    Tue
    33 °
    Wed
    37 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ