Thursday, February 12, 2026
31.4 C
Odisha

    ଆଜି ଶଙ୍ଖ ଭବନରେ ବିଜେଡିର କର୍ମକର୍ତ୍ତା ସମ୍ମିଳନୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ବିଜେଡିର କର୍ମକର୍ତ୍ତା ସମ୍ମିଳନୀ । ଦିନ ୧୧ଟାରେ ଶଙ୍ଖ ଭବନରେ ବିଜେଡିର ରାଜ୍ୟସ୍ତରୀୟ କର୍ମକର୍ତ୍ତାମାନେ ଏହି ବୈଠକରେ ଉପସ୍ଥିତ ରହିବେ। ବିରୋଧୀ ଦଳ ନେତାଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବ । ବିଶେଷକରି ରାଜ୍ୟରେ ବିଜେପି ସରକାରର ଏକ ବର୍ଷର ବିଫଳତା ପ୍ରମୁଖ ବିଷୟ ହେବ । ଚୂଡ଼ାନ୍ତ ହେବ ଦଳର କାଉଣ୍ଟର ନୀତି ।

    ରାଜ୍ୟ ସରକାରଙ୍କ ଭତ୍ତା ବିଫଳତା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ଅନାହାର ମୃତ୍ୟୁ, ପୋଲାଭରମ, ମହାନଦୀ, ଓବିସି ସଂରକ୍ଷଣ, ମଦ ମୃତ୍ୟୁ, ବାଟବଣା ତଦନ୍ତ ରିପୋର୍ଟ ପରି ପ୍ରସଙ୍ଗରେ ଲୋକଙ୍କୁ ସଚେତନ କରିବାକୁ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଉଛି। ବୈଠକରେ ବିଧାୟକ, ସାଂସଦ ଓ ବରିଷ୍ଠ ନେତା ଉପସ୍ଥିତ ରହିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.4 ° C
    31.4 °
    31.4 °
    17 %
    2.3kmh
    0 %
    Thu
    30 °
    Fri
    32 °
    Sat
    34 °
    Sun
    34 °
    Mon
    35 °

    ସମ୍ବନ୍ଧିତ