Friday, December 12, 2025
14.9 C
Odisha

    ଆଜି ଶପଥ ନେବେ ନୂଆପଡ଼ାର ନୂଆ ବିଧାୟକ ଜୟ ଢୋଲକିଆ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :    ଆଜି ଶପଥ ନେବେ ନୂଆପଡ଼ା ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ । ଦିନ 1ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିବେ ଜୟ । ଶପଥ ପାଠ କରାଇବେ ବାଚସ୍ପତି ସୁରମା ପାଢୀ ।

    ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ଭାଜପା ବିଧାୟକ ଜୟ ଢୋଲକିଆ  ଆଜି ଶପଥ ଗ୍ରହଣ କରିବେ। ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ଅନ୍ୟ ବିଧାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.9 ° C
    14.9 °
    14.9 °
    47 %
    1.6kmh
    0 %
    Fri
    15 °
    Sat
    27 °
    Sun
    27 °
    Mon
    28 °
    Tue
    28 °

    ସମ୍ବନ୍ଧିତ