Tuesday, October 21, 2025
23.6 C
Odisha

    ଆଜି ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

    ଆଗକୁ ପଢନ୍ତୁ

    ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଭକ୍ତମାନଙ୍କ ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଅପରାହ୍ଣ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାଯୋଗ୍ୟ, ଖସାପଡ଼ା ଲାଗି ଓ ବନକଲାଗି ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୪ ଦିନ ଲାଗି ସ୍ଥଗିତ ରହିବ। ମାର୍ଚ୍ଚ ୩୧ ତାରିଖରୁ ଏପ୍ରିଲ୍ ୩ ତାରିଖ ଯାଏ ବନ୍ଦ ରହିବ ମରାମତି କାମ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    84 %
    1.2kmh
    1 %
    Tue
    24 °
    Wed
    29 °
    Thu
    28 °
    Fri
    30 °
    Sat
    30 °

    ସମ୍ବନ୍ଧିତ