Monday, March 9, 2026
31.7 C
Odisha

    ଆମ୍ବୁଲାନ୍ସ ଧକ୍କା: ମହିଳା ମୃତ, ୨ ଗୁରୁତର

    ଆଗକୁ ପଢନ୍ତୁ

    ଦିଗପହଣ୍ଡି: ଗଞ୍ଜାମ ଦିଗପହଣ୍ଡି ଡେଙ୍ଗାଉସ୍ତା ମୁଖ୍ୟ ରାସ୍ତା କପାମଣ୍ଡି ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଓ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି। ମହିଳା ଜଣକ ବୋଲେରୋରୁ ଫେରୁଥିବାବେଳେ ଏକ ଆମ୍ବୁଲାନ୍ସ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ଭଉଣୀ ଏବଂ ଭଣଜା ଗୁରୁତର ଆହତ ହୋଇଛନ୍ତି। ଦୁଇ ଗୁରୁତରଙ୍କୁ ୨ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି। ମୃତାହତ କଟକରୁ ରାୟଗଡା କାଶୀପୁରକୁ ଫେରୁଥିଲେ। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ପୁଲିସ୍ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.7 ° C
    31.7 °
    31.7 °
    43 %
    1.3kmh
    4 %
    Mon
    37 °
    Tue
    38 °
    Wed
    39 °
    Thu
    39 °
    Fri
    40 °

    ସମ୍ବନ୍ଧିତ