Tuesday, July 1, 2025
23.3 C
Odisha

    ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି କଲେ ମାଲ୍ୟାର୍ପ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରର ଏଜି ଛକ ସ୍ଥିତ ବାବା ସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମାଲ୍ୟାର୍ପଣ କରିଛନ୍ତି। ଭୁବନେଶ୍ବରରେ ଡକ୍କର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନବନ୍ଦରରୁ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରସ୍ଥିତ ଉପରବେଡ଼ା ଗାଁ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିଜ ଗାଁରେ ସ୍ବାଗତ କରିବା ପାଇଁ ସେଠାରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    94 %
    2.4kmh
    100 %
    Mon
    23 °
    Tue
    25 °
    Wed
    24 °
    Thu
    29 °
    Fri
    26 °

    ସମ୍ବନ୍ଧିତ