Monday, October 5, 2026
31.3 C
Odisha

    ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା CBI

    ଆଗକୁ ପଢନ୍ତୁ

    କଲିକତା: ଆରଜି କର ହସ୍ପିଟାଲ୍‌ର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ। ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କଲା CBI । ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ନେଲା CBI । ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆର୍‌ଜି କର ହସ୍ପିଟାଲ୍‌ ।
    ସୂଚନା ଅନୁଯାୟୀ, ପୂର୍ବରୁ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ (ଆଇଏମଏ) ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସପାଲ ସନ୍ଦୀପ ଘୋଷଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ଆଇଏମଏ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କ ସଦସ୍ୟତାକୁ ରଦ୍ଦ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.3 ° C
    31.3 °
    31.3 °
    48 %
    2.7kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ