Saturday, July 5, 2025
24.2 C
Odisha

    ଆରପାରିରେ ପରମାଣୁ ବୈଜ୍ଞାନିକ ଆର. ଚିଦାମ୍ବରମ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ :୮୮ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ବିଶିଷ୍ଟ ପରମାଣୁ ବିଜ୍ଞାନୀ ଆର. ଚିଦାମ୍ବରମ। ପୋଖରାନ ପରୀକ୍ଷଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ ଆର. ଚିଦାମ୍ବରମ। ଭାରତ ସରକାରଙ୍କ ବୈଷୟିକ ପରାମର୍ଶଦାତା ସହ ସେ ଅବଦୁଲ କଲାମଙ୍କ ଘନିଷ୍ଠ ସହଯୋଗୀ ଥିଲେ।

    ଏହା ବ୍ୟତୀତ ସେ ଭାବା ଆଟମିକ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଦାୟିତ୍ୱ ମଧ୍ୟ ତୁଲାଇଥିଲେ। ସ୍ମାଇଲିଂ ବୁଦ୍ଧ, ଅପରେସନ ଶକ୍ତିରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା।୧୯୭୫ରେ ପଦ୍ମଶ୍ରୀ ଏବଂ ୧୯୯୯ରେ ପଦ୍ମବିଭୂଷଣରେ ସମ୍ମାନିତ ହୋଇଥିଲେ ଆର. ଚିଦାମ୍ବରମ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    92 %
    3.3kmh
    100 %
    Sat
    24 °
    Sun
    25 °
    Mon
    28 °
    Tue
    25 °
    Wed
    25 °

    ସମ୍ବନ୍ଧିତ