Wednesday, March 12, 2025
33.3 C
Odisha

    ଆସନ୍ତାକାଲି ଜେଇଇ ମେନ୍‌ ଆଡମିଟ କାର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ ୨୦୨୫ ପାଇଁ ଆସନ୍ତାକାଲି ଅର୍ଥାତ ଜାନୁୟାରୀ ୧୯ରେ ଆଡମିଟ କାର୍ଡ ଜାରି କରାଯିବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଆଡମିଟ କାର୍ଡ ଜାରି କରାଯିବା ପରେ ପରେ ଆଶାୟୀ ପରୀକ୍ଷାର୍ଥୀମାନଙ୍କ ଲାଗି ହଲ୍‌ ଟିକେଟ ଉପଲବ୍ଧ ହେବ। jeemain.nta.nic.in. ୱେବସାଇଟରୁ ଛାତ୍ରଛାତ୍ରୀମାନେ ହଲ ଟିକେଟ ପାଇପାରିବେ।ଜେଇଇ ମେନ ୨୦୨୫ର ପ୍ରଥମ ସେସନ ଜାନୁୟାରୀ ୨୨ରୁ ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷାର ୩ ଦିନ ପୂର୍ବରୁ ହଲ ଟିକେଟ ଜାରି କରାଯିବ। ଚଳିତ ମାସ ଆରମ୍ଭରୁ ସହର ସ୍ଲିପ ପ୍ରକାଶ କରାଯାଇଥିଲା। ଯାହାଫଳରେ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ଆଗୁଆ ନିଜ ନିଜ ପରୀକ୍ଷା କେନ୍ଦ୍ର ବା ପରୀକ୍ଷା ପାଇଁ ସ୍ଥିରୀକୃତ ସହରକୁ ଯାତ୍ରା କରିପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.3 ° C
    33.3 °
    33.3 °
    13 %
    1.6kmh
    0 %
    Wed
    37 °
    Thu
    40 °
    Fri
    41 °
    Sat
    41 °
    Sun
    42 °

    ସମ୍ବନ୍ଧିତ