Sunday, December 7, 2025
15.9 C
Odisha

    ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ଭୋଟ ଗଣତି, ସକାଳ ୮ଟା ୩୦ରୁ ଇଭିଏମ ଗଣନା ହେବ ଆରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ନଭେମ୍ବର ୧୪ରେ ଅର୍ଥାତ ଆସନ୍ତାକାଲି ନୂଆପଡ଼ା ବିଧାନସଭା ଉପନିର୍ବାଚନ ଭୋଟ୍ ଗଣତି । ଏଥିପାଇଁ ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଓ ସାଢେ ୮ଟା ର ଆରମ୍ଭ ହେବ ଇଭିଏମ କାଉଣ୍ଟିଂ । ୩୫୮ ବୁଥ୍ ପାଇଁ ୧୪ଟି ଟେବୁଲ ବ୍ୟବସ୍ଥା ହୋଇଛି । ୧୪ଟି ଟେବୁଲରେ ୨୬ ରାଉଣ୍ଡ ଭୋଟ ଗଣତି ହେବ। ପ୍ରତି ଟେବୁଲରେ ଜଣେ ଲେଖାଏଁ କାଉଣ୍ଟିଂ ଆସିଷ୍ଟାଣ୍ଟ, କାଉଣ୍ଟିଂ ସୁପର ଭାଇଜର ଓ ମାଇକ୍ରୋ ଅବଜରଭର ନିୟୋଜିତ ହେବେ। ଇଭିଏମ୍ ରଖାଯାଇଥିବା ଷ୍ଟ୍ରଙ୍ଗ ରୁମରେ ୨୪ ଘଣ୍ଟିଆ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଜିଲ୍ଲାପାଳ ମଧୁସୂଦନ ଦାସ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    15.9 ° C
    15.9 °
    15.9 °
    43 %
    1.7kmh
    35 %
    Sun
    16 °
    Mon
    26 °
    Tue
    26 °
    Wed
    26 °
    Thu
    27 °

    ସମ୍ବନ୍ଧିତ