Tuesday, December 9, 2025
19.8 C
Odisha

    ଆସନ୍ତାକାଲି ବସିବ ରାଜ୍ଯ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ବସିବ ରାଜ୍ଯ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ । ରାଜ୍ଯ କ୍ୟାବିନେଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ । ବିଧାନସଭାର ଶୀତକାଳୀନ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.8 ° C
    19.8 °
    19.8 °
    35 %
    1.3kmh
    100 %
    Tue
    26 °
    Wed
    27 °
    Thu
    26 °
    Fri
    26 °
    Sat
    27 °

    ସମ୍ବନ୍ଧିତ