Friday, October 2, 2026
30.6 C
Odisha

    ଆସନ୍ତାକାଲି ୧୦ ଦ୍ୱୀପରେ ପାଳନ ହେବ ଗଣତନ୍ତ୍ର ଦିବସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ଆସନ୍ତାକାଲି ଜାନୁଆରୀ ୨୬ ତାରିଖ ଗଣତନ୍ତ୍ର ଦିବସ। ଏହି ଅବସରରେ ଓଡ଼ିଶାରେ ପ୍ରଥମ ଥର ୧୦ ଦ୍ୱୀପରେ ପାଳନ ହେବ ଗଣତନ୍ତ୍ର ଦିବସ । ଏ ନେଇ ସୂଚନା ଦେଲେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର । ଦ୍ୱୀପରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ସିନିୟର୍ ଅଫିସର ସବୁ ଦ୍ୱୀପକୁ ଯାଇ ସର୍ଭେ ସହ ଫଟୋଗ୍ରାଫି କରିବେ ।ଚଳିତ ବର୍ଷ ପରେଡରେ ଆର୍ମି, ବିଏସଏଫ୍ ଓ ପୋଲିସ ସାମିଲ ହେବେ । ଭୁବନେଶ୍ୱରରେ ମୋଟ ୪୮-୪୯ କଣ୍ଟିଜେଣ୍ଟ ପରେଡରେ ସାମିଲ ହେବେ ।ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖାଯାଇଥିବା ସହ ସମସ୍ତ ପୋଲିସ ଅଧିକ୍ଷକଙ୍କୁ ଆଲର୍ଟ କରାଯାଇଥିବା କହିଛନ୍ତି ଏଡିଜି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    57 %
    2.7kmh
    31 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ