Monday, January 12, 2026
17 C
Odisha

    ଆସନ୍ତା ମହିଳା ପର୍ବରେ ମିଳିବ ସୁଭଦ୍ରା ଟଙ୍କା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁଭଦ୍ରା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ସୂଚନା ଦେଇଛନ୍ତି। ଆଗକୁ ଆସୁଥିବା ମହିଳାଙ୍କ ପର୍ବରେ ଆଉ ଏକ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ଆଗକୁ ମହିଳାଙ୍କ ଉତ୍ସବ ଆସୁଛି, ଏଥିରେ ସୁଭଦ୍ରା ଟଙ୍କା ଦିଆଯିବ। ପର୍ଯ୍ୟାୟ କ୍ରମେ ୧ କୋଟି ମହିଳାଙ୍କୁ ସରକାର ସୁଭଦ୍ରା ଟଙ୍କା ଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17 ° C
    17 °
    17 °
    35 %
    1.6kmh
    0 %
    Mon
    17 °
    Tue
    28 °
    Wed
    28 °
    Thu
    30 °
    Fri
    30 °

    ସମ୍ବନ୍ଧିତ