Friday, March 13, 2026
23.4 C
Odisha

    ଆସନ୍ତା ୩ଦିନ ଯାଏ ରାଜ୍ୟରେ ଅସହ୍ୟ ଶୀତ ଲହରୀ ଜାରି

    ଆଗକୁ ପଢନ୍ତୁ

    ଆଜି ୩ ଜିଲ୍ଲା ସୁନ୍ଦରଗଡ଼, ଅନୁଗୁଳ ଓ ଝାରସୁଗୁଡ଼ାରେ ଶୀତଲହରୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ ଡିଗ୍ରୀ କମ ରହିଥିବା ବେଳେ ଦକ୍ଷିଣ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ କମ ରହିଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ପ୍ରବଳ ଶୀତ ଓ ଘନ କୁହୁଡ଼ି ପାଇଁ ସକାଳୁ ସକାଳୁ ରାସ୍ତାଘାଟ ଜନଶୂନ୍ୟ ଦେଖାଯାଉଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    20 %
    1.2kmh
    0 %
    Thu
    23 °
    Fri
    38 °
    Sat
    39 °
    Sun
    39 °
    Mon
    38 °

    ସମ୍ବନ୍ଧିତ