Friday, February 13, 2026
22.6 C
Odisha

    ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ

    ଆଗକୁ ପଢନ୍ତୁ

    ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଏବେ ରବିବାର ଦିଲ୍ଲୀର ଦୁଇଟି ଡାକ୍ତରଖାନା ପରେ ବର୍ତ୍ତମାନ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଆଇଜିଆଇ) କୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ଏବଂ ବିମାନବନ୍ଦରରେ ତଲାସୀ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.6 ° C
    22.6 °
    22.6 °
    25 %
    1.9kmh
    8 %
    Fri
    24 °
    Sat
    33 °
    Sun
    34 °
    Mon
    34 °
    Tue
    34 °

    ସମ୍ବନ୍ଧିତ