Tuesday, April 14, 2026
40.9 C
Odisha

    ଇମ୍ରାନ୍ ଖାନ୍ ଏବଂ ପତ୍ନୀଙ୍କୁ ଜେଲ୍‌ ଦଣ୍ଡ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍‌ଙ୍କୁ ଜେଲ୍‌ ଦଣ୍ଡାଦେଶ ହୋଇଛି। ପତ୍ନୀ ବୁଶରା ବିବିଙ୍କ ସହ ଇମ୍ରାନଙ୍କୁ ଆଜି ପାକିସ୍ତାନର ସ୍ଵତନ୍ତ୍ର କୋର୍ଟ ୧୭ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଉଭୟଙ୍କୁ ୧ କୋଟି ଟଙ୍କାର ଜରିମାନା ସହ ୧୭ ବର୍ଷ ଲାଗି ଜେଲ ଦଣ୍ଡ ହୋଇଛି। ୨୦୨୧ ମେ ମାସରେ ଏକ ସରକାରୀ ଗସ୍ତ ସମୟରେ ସାଉଦି ଯୁବରାଜଙ୍କ ଇମ୍ରାନ ଖାନଙ୍କୁ ଏକ ବୁଲଗାରି ଅଳଙ୍କାର ସେଟ୍ ଦେଇଥିଲେ। ଯାହା ପରବର୍ତ୍ତି ସମୟରେ ଅତ୍ୟନ୍ତ କମ ମୂଲ୍ୟରେ କିଣାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.9 ° C
    40.9 °
    40.9 °
    12 %
    4.2kmh
    0 %
    Tue
    41 °
    Wed
    43 °
    Thu
    44 °
    Fri
    44 °
    Sat
    43 °

    ସମ୍ବନ୍ଧିତ