Friday, May 1, 2026
26.7 C
Odisha

    ଇସ୍ରାଏଲ୍‌ ଉପରେ ଆକ୍ରମଣ ପାଇଁ ଇରାନ ସୁପ୍ରିମ ଲିଡରଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ହମାସ୍‌ ନେତା ଇସ୍‌ମାଇଲ୍‌ ହାନିୟେଙ୍କୁ ତେହରାନ୍‌ରେ ହତ୍ୟାର ପ୍ରତିଶୋଧ ସ୍ବରୂପ ଇସ୍ରାଏଲ୍‌ ଉପରେ ଆକ୍ରମଣ ପାଇଁ ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇ ନିର୍ଦ୍ଦେଶ ଦେଇଛନ୍ତି। ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ଜରୁରୀ ବୈଠକରେ ଖାମେନେଇ ଏହି ନିର୍ଦ୍ଦେଶ ଦେଇଥିବା ଏକ ଅନ୍ତର୍ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଇରାନୀ ଅଫିସରଙ୍କ ସୂଚନା ଆଧାରରେ ଏହି ରିପୋର୍ଟ ପ୍ରକାଶ ପାଇଥିବା କୁହାଯାଇଛି। ବୁଧବାର ସକାଳେ ଇରାନ୍‌ ରାଜଧାନୀ ତେହରାନ୍‌ରେ ହମାସ୍‌ ସୁପ୍ରିମ ଲିଡର ଇସ୍‌ମାଇଲ୍‌ ହାନିୟେଙ୍କୁ ହତ୍ୟା କରାଯାଇଥିଲା ବେଳେ ଏହାର ପ୍ରତିଶୋଧ ନିଆଯିବ ବୋଲି ଇରାନ୍‌ ଧମକ ଦେଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.7 ° C
    26.7 °
    26.7 °
    68 %
    1.7kmh
    55 %
    Thu
    27 °
    Fri
    38 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ