Saturday, January 24, 2026
15.1 C
Odisha

    ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ହସ୍ପିଟାଲରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସ୍ୱାସ୍ଥ୍ୟ ବିଗିଡିବା ହେତୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କର ପ୍ରୋଷ୍ଟେଟ ସର୍ଜରୀ ହୋଇଛି। ଅପରେସନ୍ ସଫଳ ହୋଇଛି ଏବଂ ପ୍ରୋଷ୍ଟେଟକୁ ବାହାର କରାଯାଇଛି।ନେତାନ୍ୟାହୁ ଡାକ୍ତରଖାନାରେ ଥିବାବେଳେ ତାଙ୍କ ଘନିଷ୍ଠ ସହଯୋଗୀ ୟାରିଭ ଲେଭିନ୍, ଯିଏକି ତାଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ତଥା ନ୍ୟାୟ ମନ୍ତ୍ରୀ ଅଛନ୍ତି, ସେ ବର୍ତ୍ତମାନ କାର୍ଯ୍ୟ ବାହକ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିବେ।

    ଇସ୍ରାଏଲର ସରକାରୀ କାର୍ଯ୍ୟାଳୟ ଅନୁଯାୟୀ, ବୁଧବାର ଏକ ମୂତ୍ରନଳୀ ସଂକ୍ରମଣରେ ନେତାନ୍ୟାହୁ ଆକ୍ରାନ୍ତ ହୋଇଥିଲେ। ଯାହା ପରେ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.1 ° C
    15.1 °
    15.1 °
    78 %
    1.7kmh
    0 %
    Sat
    29 °
    Sun
    30 °
    Mon
    31 °
    Tue
    32 °
    Wed
    32 °

    ସମ୍ବନ୍ଧିତ