Monday, April 21, 2025
34.7 C
Odisha

    ଉତ୍କର୍ଷ ଓଡ଼ିଶା କନକ୍ଲେଭର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ।ଜନତା ମଇଦାନରେ ୨ ଦିନ ଧରି ଚାଲିବ ଏହି ସମ୍ମିଳନୀ ।ସମ୍ମିଳନୀର ଉଦ୍ଘାଟନୀ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କନକ୍ଲେଭରେ ସାମିଲ ହେବେ ୧୬ ଦେଶର ୭୫୦୦ ପ୍ରତିନିଧି ହେବେ ସାମିଲ । ୫ ଲକ୍ଷ କୋଟିର ପୁଞ୍ଜିନିବେଶ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ସରକାର ।କନକ୍ଲେଭରେ ଯୋଗଦେବା ଲାଗି ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ସ୍ୱାଗତ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ଲୁ ବୁକ୍ ଗାଇଡ୍ ଲାଇନ୍ ଅନୁସାରେ କଢା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
    ରାଜଧାନୀ ଭୁବନେଶ୍ୱରରେ ମୁତୟନ ହୋଇଛନ୍ତି ୬୦ ପ୍ଲାଟୁନ୍ ଫୋର୍ସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.7 ° C
    34.7 °
    34.7 °
    36 %
    3.8kmh
    2 %
    Mon
    37 °
    Tue
    44 °
    Wed
    44 °
    Thu
    44 °
    Fri
    45 °

    ସମ୍ବନ୍ଧିତ