Wednesday, March 4, 2026
23.3 C
Odisha

    ଊର୍ଦ୍ଦୁ କବି ଗୁଲଜାର ଓ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପ୍ରସିଦ୍ଧ ଊର୍ଦ୍ଦୁ କବି ତଥା ଗୀତିକାର ଗୁଲଜାର ପାଇବେ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର। ଏହା ସହ ସଂସ୍କୃତ ବିଦ୍ବାନ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ମଧ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର । ୫୮ ତମ ଜ୍ଞାନପୀଠ ପୁରସ୍କାର କମିଟି ଦ୍ବାରା ଉଭୟ ମେନୋନୀତ ହୋଇଛନ୍ତି । ହିନ୍ଦୀ ସିନେମା ଜଗତର ଜଣେ ଜଣାଶୁଣା ନାଁ ଗୁଲଜାର। ସେ ୨୦୦୨ରେ ଊର୍ଦ୍ଦୁ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୩ରେ ଦାଦା ସୋହେବ ଫାଲକେ ପୁରସ୍କାର, ୨୦୦୪ରେ ପଦ୍ମଭୂଷଣ ସମେତ ୫ଟି ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାର ପାଇସାରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    22 %
    2.2kmh
    7 %
    Tue
    23 °
    Wed
    36 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ