Saturday, May 30, 2026
26.9 C
Odisha

    ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା -ସୁପ୍ରିମ ନିଷ୍ପତ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ  :  ନିଟ୍‌-ପିଜି ପରୀକ୍ଷାକୁ ନେଇ ଆଜି ସର୍ବୋଚ୍ଚନ୍ୟାୟାଳୟ  ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ଗୋଟିଏ ସିଟିଂରେ ହେବ ନିଟ୍‌-ପିଜି ପରୀକ୍ଷା । ଏକ ମାମଲାର ଶୁଣାଣି କରି ଏନବିଟିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ଟି ସିଟିଂରେ ପରୀକ୍ଷା କରିବାକୁ ଏନବିଟିର ଆବେଦନକୁ ପ୍ରତ୍ୟାଖ୍ୟାନ କରାଯାଇଛି । ୨ଟି ସିଟିଂରେ ପରୀକ୍ଷାକୁ ଭୁଲ୍‌ ଦର୍ଶାଇଛନ୍ତି ସୁପ୍ରିମକୋର୍ଟ । ଛାତ୍ରଛାତ୍ରୀଙ୍କୁ ସମାନ ପରିବେଶର ସୁଯୋଗ ମିଳିବା ଉଚିତ୍‌ ବୋଲି କହିଛନ୍ତି । ପୂର୍ବ ନିର୍ଦ୍ଧାରିତ ଜୁନ୍‌ ୧୫ ତାରିଖରେ ହେବ ନିଟ୍‌-ପିଜି ପରୀକ୍ଷା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.9 ° C
    26.9 °
    26.9 °
    76 %
    2kmh
    99 %
    Sat
    27 °
    Sun
    39 °
    Mon
    40 °
    Tue
    41 °
    Wed
    43 °

    ସମ୍ବନ୍ଧିତ