Saturday, July 4, 2026
25.3 C
Odisha

    ଏଣିକି ରାତିରେ ବି ବୁଲିପାରିବେ ନନ୍ଦନକାନନ, ଆରମ୍ଭ ହେଲା ‘ନାଇଟ୍‌ ଆଉଟ ଆଟ୍‌ ଜୁ’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଏଣିକି ରାତିରେ ବି ନନ୍ଦନକାନନ ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ। ଆଜିଠୁ ନନ୍ଦନକାନନ ପକ୍ଷରୁ ଆରମ୍ଭ ହୋଇଛି ନୂଆ ବନ୍ୟପ୍ରାଣୀ ଶିକ୍ଷା କାର୍ଯ୍ୟକ୍ରମ ‘ନାଇଟ୍‌ ଆଉଟ ଆଟ୍‌ ଜୁ’। ଏହି କାର୍ଯ୍ୟକ୍ରମରେ ସଂଧ୍ୟା ୬ଟା ୩୦ରୁ ରାତି ୮ଟା ଯାଏ ନନ୍ଦନକାନରେ ବୁଲିବାକୁ ଅନୁମତି ମିଳିବ । ୨୫୦ ଟଙ୍କା ଦେଇ ପ୍ରଥମେ ଅନଲାଇନ୍ ରେଜିଷ୍ଟ୍ରେସନ କରିବାକୁ ପଡ଼ିବ। ଏହାପରେ ବ୍ୟାଟେରୀ ଗାଡ଼ିରେ ବୁଲି ଦର୍ଶକମାନେ ନନ୍ଦନକାନନର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭାଗ ନେଇପାରିବେ। ଏହି ସମୟରେ ରାତ୍ରିଚର ପ୍ରାଣୀଙ୍କ ଜୀବନଶୈଳୀର ଅଧ୍ୟୟନ କରିବାକୁ ସୁଯୋଗ ମିଳିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    25.3 ° C
    25.3 °
    25.3 °
    93 %
    2.4kmh
    100 %
    Sat
    25 °
    Sun
    26 °
    Mon
    28 °
    Tue
    31 °
    Wed
    31 °

    ସମ୍ବନ୍ଧିତ