Friday, March 13, 2026
37.7 C
Odisha

    ଏପ୍ରିଲ ୧୫ ଯାଏ ତିହାର ଜେଲରେ ରହିବେ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଇଡି ରିମାଣ୍ଡ ଅବଧି ଶେଷ ହେବାପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲ ଯାଇଛନ୍ତି। ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଇଡି ହେପାଜତରେ ଥିବା ବେଳେ ଆଜି ତାଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଏହାପରେ କୋର୍ଟ ତାଙ୍କୁ ୧୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଯାହାପରେ ରାଉଜ ଆଭେନ୍ୟୁ କୋର୍ଟରୁ କେଜ୍ରିୱାଲଙ୍କୁ ତିହାର ଜେଲ ନିଆଯାଇଛି।
    ସେପଟେ ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତିହାର ଜେଲ୍‌କୁ ନେବା ପୂର୍ବରୁ ପତ୍ନୀ ସୁନୀତା କେଜ୍ରିୱାଲ ଓ ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ଅତିଶୀ ଏବଂ ସୌରଭ ଭରଦ୍ୱାଜଙ୍କ ସହିତ ଭେଟ କରାଇ ଦେବାକୁ କୋର୍ଟ ଅନୁମତି ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.7 ° C
    37.7 °
    37.7 °
    7 %
    4.1kmh
    1 %
    Fri
    37 °
    Sat
    39 °
    Sun
    39 °
    Mon
    39 °
    Tue
    38 °

    ସମ୍ବନ୍ଧିତ