Thursday, September 18, 2025
24.2 C
Odisha

    ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    92 %
    0.8kmh
    100 %
    Thu
    31 °
    Fri
    31 °
    Sat
    32 °
    Sun
    31 °
    Mon
    31 °

    ସମ୍ବନ୍ଧିତ