Saturday, January 24, 2026
15.1 C
Odisha

    ଏପ୍ରିଲ ୨୫ ତାରିଖରୁ ଖରା ଛୁଟି, କାଲିଠୁ ୨୪ ତାରିଖ ଯାଏ ସକାଳୁଆ ସ୍କୁଲ

    ଆଗକୁ ପଢନ୍ତୁ

    ଏପ୍ରିଲ ୨୫ରୁ ଖରା ଛୁଟି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ପାଇଁ ଖରାଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।


    ଏଥି ସହିତ ଏପ୍ରିଲ ୨୨ ଅର୍ଥାତ ଆସନ୍ତାକାଲିଠୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ଏହାପରେ ଏପ୍ରିଲ ୨୫ ତାରିଖ ଠାରୁ ଗ୍ରୀଷ୍ମ ଛୁଟି ପାଇଁ ସରକାର ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.1 ° C
    15.1 °
    15.1 °
    78 %
    1.7kmh
    0 %
    Sat
    29 °
    Sun
    30 °
    Mon
    31 °
    Tue
    32 °
    Wed
    32 °

    ସମ୍ବନ୍ଧିତ