Thursday, October 15, 2026
28 C
Odisha

    ଏପ୍ରିଲ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ପୂର୍ବାନୂମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏକ ସକ୍ରିୟ ଘୂର୍ଣ୍ଣିଝଡ଼ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଦକ୍ଷିଣ ପଶ୍ଚିମବଙ୍ଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ଏପ୍ରିଲ୍ ୮ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରୁ ଗତି ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ଏହା ୪୮ ଘଣ୍ଟା ପାଇଁ ସାମାନ୍ୟ ଉତ୍ତର ଦିଗକୁ ଗତି କରିବ।

    ଏହା ସହିତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୯ ଏବଂ ୧୦ ତାରିଖରେ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28 ° C
    28 °
    28 °
    69 %
    2.1kmh
    72 %
    Thu
    29 °
    Fri
    29 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ