Tuesday, December 9, 2025
19.8 C
Odisha

    ଏବେ ସରକାରଙ୍କୁ ଜଙ୍କ୍‌ ଫୁଡ୍‌ ଓ ତେଲ ଚିନ୍ତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :  ରାଜ୍ୟ ସରକାରଙ୍କୁ ଜଙ୍କ ଫୁଡ୍‌ ଓ ତେଲ ଚିନ୍ତା ଘାରିଛି । ସବୁ ଅଙ୍ଗନବାଡି ସେଣ୍ଟର ଓ ଶିଶୁ ଯତ୍ନ କେନ୍ଦ୍ରରେ ତେଲ ବୋର୍ଡ ଲାଗିବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ କୁହାଯାଇଛି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛି ବିଭାଗ । କେଉଁ ଖାଦ୍ୟରେ କେତେ ତେଲ ଅଛି ଦର୍ଶାଇବାକୁ କଡା ନିର୍ଦ୍ଦେଶ ଦିଆଯାଇଛି । ଉଭୟ ଓଡ଼ିଆ ଏବଂ ଥଂରାଜୀରେ ବୋର୍ଡ ଲଗାଇବା ପାଇଁ ନିର୍ଦ୍ଦେଶ ରହିଥିବା ବେଳେ ଛଣା ଖାଦ୍ୟରେ କେତେ ତେଲ ବ୍ୟବହାର ହୋଇଛି ଦର୍ଶାଇବାକୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.8 ° C
    19.8 °
    19.8 °
    35 %
    1.3kmh
    100 %
    Tue
    26 °
    Wed
    27 °
    Thu
    26 °
    Fri
    26 °
    Sat
    27 °

    ସମ୍ବନ୍ଧିତ