Tuesday, September 15, 2026
24.1 C
Odisha

    ଓଡ଼ିଶାକୁ ଅଣାଯିବ ୫ ମହାବଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶା ଆସିବେ ୫ ମହାବଳ ବାଘ। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶରୁ ଆସିବେ। ସେହିପରି ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ଆସିବେ। ୫ ମହାବଳ ବାଘ ଓଡ଼ିଶା ଆସିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.1 ° C
    24.1 °
    24.1 °
    87 %
    0.9kmh
    13 %
    Tue
    31 °
    Wed
    31 °
    Thu
    31 °
    Fri
    30 °
    Sat
    30 °

    ସମ୍ବନ୍ଧିତ