Thursday, April 16, 2026
29.1 C
Odisha

    ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ଆସନ୍ତାକାଲି ନେବେ ଶପଥ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡା,ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ,ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହଲିଙ୍ଗଙ୍କ ସହ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ଏହାପରେ ସେ ପୁରୀରୁ ଭୁବନେଶ୍ବର ଫେରି ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଥିବା ରାଜଭବନ ପକ୍ଷରୁ ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    34 %
    1.1kmh
    0 %
    Thu
    43 °
    Fri
    43 °
    Sat
    44 °
    Sun
    44 °
    Mon
    44 °

    ସମ୍ବନ୍ଧିତ