Friday, March 14, 2025
36.1 C
Odisha

    ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ପ୍ରେସମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଓଡ଼ିଶାରେ ମୋଟ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ । ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ, ମେ ୨୦ରେ ୨ୟ ପର୍ଯ୍ୟାୟ, ମେ ୨୫ରେ ୩ୟ ଓ ଜୁନ ୧ ତାରିଖରେ ୪ର୍ଥ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ । ଓଡ଼ିଶାରେ ଜୁନ ୪ ତାରିଖରେ ହେବ ଭୋଟ ଗଣତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    16 %
    1.4kmh
    0 %
    Fri
    40 °
    Sat
    40 °
    Sun
    41 °
    Mon
    41 °
    Tue
    41 °

    ସମ୍ବନ୍ଧିତ