Tuesday, February 3, 2026
29.9 C
Odisha

    ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିସାରିଛି ମୌସୁମୀ ବାୟୁ । ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ହୋଇଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ସୂଚନା । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.9 ° C
    29.9 °
    29.9 °
    25 %
    2.8kmh
    90 %
    Tue
    31 °
    Wed
    31 °
    Thu
    32 °
    Fri
    32 °
    Sat
    32 °

    ସମ୍ବନ୍ଧିତ