Thursday, November 13, 2025
22.1 C
Odisha

    ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିସାରିଛି ମୌସୁମୀ ବାୟୁ । ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ହୋଇଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ସୂଚନା । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    43 %
    1.6kmh
    0 %
    Thu
    25 °
    Fri
    25 °
    Sat
    25 °
    Sun
    26 °
    Mon
    26 °

    ସମ୍ବନ୍ଧିତ