Thursday, September 24, 2026
24 C
Odisha

    ଓଡ଼ିଶା ପାଇଁ କଂଗ୍ରେସର ଷ୍ଟିୟରିଂ କମିଟି ଗଠିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା କଂଗ୍ରେସ ପାଇଁ ଏକ ଷ୍ଟିୟରିଂ କମିଟି ଗଠିତ ହୋଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ନେତୃତ୍ୱରେ ଗଠିତ ଏହି କମିଟିରେ ତାଙ୍କ ସମେତ ୧୪ ଜଣ ସଦସ୍ୟ ଅଛନ୍ତି। ସେହିପରି କମିଟିରେ ଶ୍ରୀକାନ୍ତ ଜେନା, ରାମଚନ୍ଦ୍ର କାଡାମ, ଜୟଦେବ ଜେନା, ସପ୍ତଗିରି ଉଲ୍ଲାକା, ଅଶୋକ ଦାସ, ଭକ୍ତ ଦାସ, ଅନନ୍ତ ସେଠୀ, ମହମ୍ମଦ ମୋକିମ, ଦେବାଶିଷ ପଟ୍ଟନାୟକ, ବିଶ୍ବରଂଜନ ମହାନ୍ତି, ବଳଭଦ୍ର ମାଝୀ ଓ ସସ୍ମିତା ବେହେରା କମିଟିର ସଦସ୍ୟ ଅଛନ୍ତି। ଏଆଇସିସି ଆବାହକ ମହମ୍ମଦ ଶାହାନୱାଜ ଚୌଧୁରୀ ମଧ୍ୟ ଏହି କମିଟିରେ ସଦସ୍ୟ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    97 %
    4.3kmh
    100 %
    Thu
    24 °
    Fri
    27 °
    Sat
    29 °
    Sun
    29 °
    Mon
    30 °

    ସମ୍ବନ୍ଧିତ