Saturday, July 5, 2025
24 C
Odisha

    ଓସିଏ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି

    ଆଗକୁ ପଢନ୍ତୁ

    କଟକ : ଓସିଏ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି । ଆଜି ବିଧିବଦ୍ଧଭାବେ ଦାୟିତ୍ବ ଗ୍ରହଣ କଲେ। ଏକମାତ୍ର ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଥିଲେ ପଙ୍କଜ ଲୋଚନ ମହାନ୍ତି । ପ୍ରଣବ ପ୍ରକାଶ ଦାସଙ୍କ ଇସ୍ତଫା ପରେ ଖାଲି ପଡିଥିଲା ପଦବୀ । ସେପଟେ ବାରବାଟୀ ଷ୍ଟାଡିୟମରେ ଫ୍ଲଡ ଲାଇଟ ବନ୍ଦ ପ୍ରସଙ୍ଗରେ ଉତ୍ତର ରଖିଲା OCA । ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ରଖିଛି । ପ୍ରତି ଫ୍ଲଡ ଲାଇଟ ପାଖରେ ୨ଟି ଲେଖାଏଁ ଜେନେରେଟର ରହିବ ବୋଲି କହିଛନ୍ତି OCA ସଭାପତି ପଙ୍କଜ ଲୋଚନ ମହାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    93 %
    2.7kmh
    100 %
    Sat
    24 °
    Sun
    25 °
    Mon
    28 °
    Tue
    25 °
    Wed
    25 °

    ସମ୍ବନ୍ଧିତ