Saturday, October 18, 2025
21 C
Odisha

    କଂଗ୍ରେସ ଛାଡିଲେ ଖଡ଼ିଆଳ ବିଧାୟକ

    ଆଗକୁ ପଢନ୍ତୁ

    ନୂଆପଡା: ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଠାଇଛନ୍ତି । ତେବେ ଦଳ ଛାଡ଼ିବାର କାରଣ ଉଲ୍ଲେଖ କରିନାହାନ୍ତି । ବରଂ ଦୀର୍ଘ ୨୫ ବର୍ଷ କାଳ କଂଗ୍ରେସରେ ରହି ଜନସାଧାରଣଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21 ° C
    21 °
    21 °
    83 %
    1.1kmh
    0 %
    Fri
    21 °
    Sat
    28 °
    Sun
    29 °
    Mon
    28 °
    Tue
    30 °

    ସମ୍ବନ୍ଧିତ