Friday, March 20, 2026
22.8 C
Odisha

    କଟକରେ ଗୁଣ୍ଡାଗିରି; ଛୁରାମାଡ଼ରେ ଜଣେ ଗରୁତର

    ଆଗକୁ ପଢନ୍ତୁ

    କଟକ ଚାଉଳିଆଗଞ୍ଜ ଅଞ୍ଚଳରେ ଖେଳିଯାଇଛି ଭୟର ବାତାବରଣ । ଛୁରାମାଡ଼ରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଖବର ସାମ୍ନାକୁ ଆସିଛି । ଗୁରୁତର ବ୍ୟକ୍ତିଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଏହି ଘଟଣାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ଚାଉଳିଆଗଞ୍ଜ ପୋଲିସ ପହଂଚି ଛାନଭିନ୍ ଜାରି କରିଛି । ତେବେ ଏଭଳି ଘଟଣା ଉପରେ ରୋକ୍ ଲଗାଇବା ପାଇଁ ସ୍ଥାନୀୟ ପ୍ରଶାସନ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ନେଇ ସାଧାରଣରେ ଦାବି ହେଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.8 ° C
    22.8 °
    22.8 °
    58 %
    3kmh
    95 %
    Thu
    23 °
    Fri
    33 °
    Sat
    34 °
    Sun
    34 °
    Mon
    35 °

    ସମ୍ବନ୍ଧିତ