Sunday, January 18, 2026
30.1 C
Odisha

    କଟକ ଜିଲ୍ଲାରେ ବଦଳିଲା ସ୍କୁଲ ସମୟ, ପ୍ରବଳ ଥଣ୍ଡା ପାଇଁ ପ୍ରତି ଶନିବାର ସ୍କୁଲ ସମୟରେ ପରିବର୍ତ୍ତନ

    ଆଗକୁ ପଢନ୍ତୁ

    କଟକ : ଓଡ଼ିଶାରେ ଘନ କୁହୁଡି ସହ ପ୍ରବଳ ଶୀତ ହେଉଛି। ପ୍ରବଳ ଶୀତ ପାଇଁ କଟକ ଜିଲ୍ଲାରେ ବଦଳିଲା ସ୍କୁଲ ସମୟ ।  ପ୍ରବଳ ଥଣ୍ଡା ଓ ଘନ କୁହୁଡ଼ି ତଥା ସେସନ ଏଣ୍ଡ ପରୀକ୍ଷାକୁ ଦୃଷ୍ଟିରେ ରଖି ପ୍ରତି ଶନିବାର ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି ।

    ଶନିବାର ଦିନ ସକାଳ ୧୦ଟାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ କଟକ ଜିଲ୍ଲାର ସମସ୍ତ ପ୍ରକାରର ସ୍କୁଲଗୁଡ଼ିକୁ କାର୍ଯ୍ୟ କରିବ ।  କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କ ପକ୍ଷରୁ ଏ ସଂକ୍ରାନ୍ତ ନିର୍ଦ୍ଦେଶନାମା ଜାରି ହୋଇଛି ।  ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ନିଷ୍ପତ୍ତି ବଳବତ୍ତର ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    12 %
    2.7kmh
    0 %
    Sun
    27 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ