Tuesday, December 9, 2025
16.1 C
Odisha

    କମାଣ୍ଡର ଜିପକୁ ଧକ୍କା ଦେଲା ପିକଅପ୍‍ ଭ୍ୟାନ, ୬ ମୃତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବାଲିଆଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟିଛି। ଭାରସାମ୍ୟ ହରାଇ ପିକଅପ୍‍ ଭ୍ୟାନଟି କମାଣ୍ଡର ଜିପକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    16.1 ° C
    16.1 °
    16.1 °
    38 %
    1.6kmh
    88 %
    Mon
    16 °
    Tue
    26 °
    Wed
    26 °
    Thu
    26 °
    Fri
    27 °

    ସମ୍ବନ୍ଧିତ