Sunday, March 15, 2026
29.6 C
Odisha

    କମିବ ତାପମାତ୍ରା-ବଢିବ ଶୀତ : ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ

    ଆଗକୁ ପଢନ୍ତୁ

    ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ । ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇନି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.6 ° C
    29.6 °
    29.6 °
    31 %
    2.3kmh
    100 %
    Sun
    31 °
    Mon
    38 °
    Tue
    38 °
    Wed
    38 °
    Thu
    36 °

    ସମ୍ବନ୍ଧିତ