କୋରାପୁଟର ୩ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ କୋଭିଡ ଟିକାର ଡ୍ରାଏ ରନ

କୋରାପୁଟର ୩ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ କୋଭିଡ ଟିକାର ଡ୍ରାଏ ରନ
କୋରାପୁଟର ୩ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ କୋଭିଡ ଟିକାର ଡ୍ରାଏ ରନ

କୋରାପୁଟ ଜିଲ୍ଲାର ୩ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ କୋଭିଡ ଟିକା କରଣର ମହା ଅଭ୍ୟାସ ଡ୍ରାଏ ରନ କାର୍ଯ୍ୟକ୍ରମ ହୋଇଯାଇଛି। କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ, ଜିଲ୍ଲା ସଦର ମହକୁମା ଡାକ୍ତରଖାନା, ଜୟପୁର ଓ ମାଥାଲପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡ୍ରାଏ ରନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରତି କେନ୍ଦ୍ରରେ ୨୫ ଜଣ ସ୍ୱାସ୍ଥ୍ୟ ଅଧିକାରୀ ଓ କର୍ମୀଙ୍କୁ ନେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।