Sunday, September 27, 2026
23.6 C
Odisha

    କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ବିଶ୍ବଭୂଷଣ ଦାସଙ୍କୁ ମିଳିଲା ଟିକଟ

    ଆଗକୁ ପଢନ୍ତୁ

    କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଯୁବ ନେତା ବିଶ୍ୱଭୂଷଣ ଦାସଙ୍କୁ କଂଗ୍ରେସ କାକଟପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଶ୍ୱଭୂଷଣ ଦାସ ଗତ ୨୦୧୯ରେ ବିଜେପି ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ। ଆଉ ଗତଥରର ନିର୍ବାଚନରେ ସେ ୩୦ ହଜାରରୁ ଅଧିକ ଭୋଟ୍ ପାଇଥିଲେ । ହେଲେ ଚଳିତ ୨୦୨୪ ନିର୍ବାଚନ ପାଇଁ ବିଜେପି ତାଙ୍କୁ ଟିକଟ ନଦେବାରୁ ସେ ବିଜେପି ଛାଡି କଂଗ୍ରେସରେ ଯୋଗ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.6 ° C
    23.6 °
    23.6 °
    94 %
    1.4kmh
    11 %
    Sat
    23 °
    Sun
    29 °
    Mon
    30 °
    Tue
    30 °
    Wed
    29 °

    ସମ୍ବନ୍ଧିତ